ଆଗାମୀ ୪୮ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା !

 

ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ କୁଆପଥର ମାଡ଼ ସହ ଝଡ଼ ତୋଫାନ୍‌ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *