Home ଗ୍ଲାମର୍ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଦୀପିକା - ରଣବୀର: ସୋସିଆଲ ମିଡିଆ ରେ ନିମନ୍ତ୍ରଣ...

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଦୀପିକା – ରଣବୀର: ସୋସିଆଲ ମିଡିଆ ରେ ନିମନ୍ତ୍ରଣ ପତ୍ର

ଅନେକ ଗସିପ୍ ଓ ଚର୍ଚ୍ଚା ପରେ ଏବେ ବିବାହ ବନ୍ଧନ ରେ ବାନ୍ଧି ହେବାକୁ ଯାଉଛନ୍ତି ବଲିଉଡ୍ ର ବାଜି ରାଓ ଓ ମସ୍ତନୀ।

ଦୀର୍ଘ ୪ ବର୍ଷ ଧରି ରିଲେସନ ସିପ୍ ରେ ରାଜୀବ ପରେ ଶେଷରେ ବିବାହ କରିବାକୁ ନିଷ୍ପତି ନେଇଛନ୍ତି ଏହି ଯୋଡ଼ି।

ଏହି ଖବର ଉଭୟ ସୋସିଆଲ ମିଡ଼ିଆ ରେ ପ୍ରକାଶ କରିଛନ୍ତି। ସୋସିଆଲ ମିଡ଼ିଆ ରେ ଥିବା ବିବାହ ପତ୍ର ଅନୁସାରେ ଆଗାମୀ ୧୪ ଓ ୧୫ ନଭେମ୍ବର ରେ ବିବାହ କରୁଛନ୍ତି ଦୀପିକା ଓ ରଣବୀର।

ନିମ୍ନ ରେ ରହିଲା ଦୀପିକା ରଣବୀର ଙ୍କ ଦ୍ଵାରା ଦିଆ ଯାଇଥିବା ନିମନ୍ତ୍ରଣ ପତ୍ର।

ତେବେ ଏହି ଖବର ବଲିଉଡ୍ ପ୍ରେମୀ ଓ ସୋସିଆଲ ମିଡିଆ ରେ ବର୍ତ୍ତମାନ ଚର୍ଚ୍ଚା ର ବିଷୟ ପାଲଟିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ସେସୁ ରେ ଠିକା କମ୍ପାନୀ OEDC ର ମନମାନୀ ,କର୍ତ୍ତୃପକ୍ଷ ଚୁପ ,ମାସ ମାସ ଧରି ଇପିଏଫ ବାନ୍ଧୁନି କମ୍ପାନୀ

ଆସନ୍ତା ଜୁନ 1 ତାରିଖ ରୁ ସେସୁ କୁ ଅଧିଗ୍ରହଣ କରିନେଉଛି ଟାଟା I ତେବେ ଏହାଭିତରେ ଶ୍ରମିକ ମାନଙ୍କ ଭିତରେ ତୀବ୍ର ଅସନ୍ତୋଷ ଦେଖାଯାଇଥିବା ବେଳେ ବିଶେଷ କରି ସେସୁ ରେ...

ୟୁଟୁବ ଚାନେଲ ରେ ଯୋଗ ଶିଖାଉଛନ୍ତି ଯୋଗ ଗୁରୁ ଗଣେଶ ଗୋଛିକାର

ଏବେ ଲକ ଡାଉନ ଚାଲିଛି ,ସମସ୍ତେ ଗୃହବନ୍ଦୀ ଥିବାବେଳେ ସୁସ୍ଥ ରହିବା ପାଇଁ ଦୈନିକ ଜିମ୍ ବା ଯୋଗ କରିବା ନିହାତି ଜରୁରୀ କିନ୍ତୁ ବର୍ତମାନ ସବୁ ଯୋଗ ସେଣ୍ଟର ବନ୍ଦ ରହିଛି,ବିନା...

ଲକ ଡାଉନ ରେ ମନ କିଣିନେଲେ ଅଭିନେତ୍ରୀ

ଏବେ ଲକ ଡାଉନ ଚାଲିଥିବା ବେଳେ ସମସ୍ତେ ଗୃହବନ୍ଦୀ ତେବେ ଏହି ଲକ ଡାଉନ ରେ ସହାୟତା ର ହାତ ବଢ଼ାଇ ପ୍ରସଂଶା ସାଉଁଟୁଛନ୍ତି ଅଭିନେତ୍ରୀ ଅନୁମିତା I ତାଙ୍କ ସହାୟତା ପାଇଁ...

15ବର୍ଷ ର ବଳିଦାନ ବୁଝିଲାନି ଚାନେଲ ,ବରିଷ୍ଠ କ୍ୟାମେରା ମ୍ୟାନ ଚାକିରୀ ଖଣ୍ଡେ ପାଇଁ ହନ୍ତସନ୍ତ ହେଇ ଆଖି ବୁଜିଲେ

Odisha Exclusive ବ୍ୟୁରୋ // ଓଡିଶା ମିଡ଼ିଆ ଜଗତ ର ଜଣେ ଜଣାଶୁଣା ନା ସୁକାନ୍ତ ପାଣିଗ୍ରାହୀ I ଆଉ କିନ୍ତୁ ସେ ନାହାନ୍ତି ,ମେ 16ରେ ତାଙ୍କର ମୃତ୍ୟ ହେଇଯାଇଥିବା ବେଳେ...