ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମଦିନ ରେ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ସହିତ ବୃକ୍ଷରୋପଣ, ଜନ ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ l
ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଉପଲକ୍ଷେ ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ରକ୍ତ ଦାନ ଶିବିର ଅନଷ୍ଠିତ ହୋଇଯାଇଥିଲା। ଏହି ଶିବିରରେ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମ ଦିବସ ଉପଲକ୍ଷେ ୭୪ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । ଏଥି ସହିତ ବିଜୁ ଛାତ୍ର ଜନତା ଦଳ ତରଫରୁ ୟୁନିଟ୍-୮ ଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ତତ୍ … Read more ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମଦିନ ରେ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ସହିତ ବୃକ୍ଷରୋପଣ, ଜନ ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ l